Home Posts tagged low pressure bay of bengal
Odisha News
ଭୁବନେଶ୍ୱର, ୧/୧୨ : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ।ପାଣିପାଗ ବିଭାଗର ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା Continue Reading
Odisha News
ନୂଆଦିଲ୍ଲୀ,୨୯/୪: ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ମେ’ ୫ ତାରିଖ ପାଖାପାଖି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଓଗଊ) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।ଆଇଏମଡି ଡିଜିଙ୍କ ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କେଉଁ ଦିନ ସୃଷ୍ଟି ହେବ, ସେ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ। ହେଲେ ମେ’ ୫ ତାରିଖ ପାଖାପାଖି ଏହା ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ Continue Reading
Seo wordpress plugin by www.seowizard.org.