
ଭୁବନେଶ୍ୱର, ୨୬/୫ : ୨୭ ତାରିଖକୁ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବାର ୨ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ସାତ ଦିନ ପର୍ୟ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ […]Continue Reading