ଭୁବନେଶ୍ୱର, ୧୪/୭ : ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ଆକଳନ କରିଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ସୋମବାର ଆକଳନ କରିଛନ୍ତି। ଅବପାତ ଜନିତ ବର୍ଷା ବନ୍ୟା ସ୍ଥିତି ଆଣିପାରେ ବୋଲି IMD ଡିଜି ଗଣମାଧ୍ୟମକୁ କହିଛନ୍ତି।ପଶ୍ଚିମବଙ୍ଗ ଉପକୂଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ସୋମବାର ମଧ୍ୟାହ୍ନ ସୁଦ୍ଧା ଅବପାତରେ ପରିଣତ Continue Reading




