Home Posts tagged maa sarala temple
Odisha News
ଜଗତସିଂହପୁର,୧୩/୫ : ଜଗତସିଂହପୁରର ସାରଳା ମନ୍ଦିରରେ ଚନ୍ଦନ ଯାତ୍ରା ବେଳେ ଅଘଟଣ ଘଟିଛି। ବାଣ ବିସ୍ଫୋରଣ ଘଟି ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ୪ଜଣ ଶିଶୁ ଓ ୨ଜଣ ପୁଲିସ କର୍ମଚାରୀ ଥିବା ସୂଚନା ମିଳିଛି।ଗତକାଲି ଚନ୍ଦନ ଯାତ୍ରା ଥିବାରୁ ନିକଟରେ ଥିବା ପୋଖରୀରେ ମା’ଙ୍କର ଚାପ ଖେଳ ଚାଲିଥିଲା। ବାଜା ରୋଷଣୀରେ କମ୍ପି ଉଠୁଥିଲା ପରିବେଶ। ଶହଶହ ଲୋକେ ପୋଖରୀ ଚାରିପାଖେ ଠିଆ ହୋଇ ମା’ଙ୍କର […]Continue Reading
Odisha News
ଭୁବନେଶ୍ୱର, ୨/୬: ଓଡିଶା ଶକ୍ତି ପୂଜାର ପ୍ରାଚୀନ ପୀଠ । ଝଙ୍କଡ ପୀଠ ତନ୍ମଧ୍ୟରୁ ଅନ୍ୟତମ ପ୍ରସିଦ୍ଧ ମାତୃ ଉପାସନା ପୀଠ । ଝଙ୍କଡବାସିନୀ ମା ସାରଳାଙ୍କ ଆଶୀର୍ବାଦରୁ ସାରଳା ଦାସ ସିଦ୍ଧି ଲାଭ କରିଥିଲେ, ଆଦିକବି ହୋଇଥିଲେ।ଅଷ୍ଟମ ଶତାଦ୍ଦୀରେ ଭୌମକର ବଂଶର ରାଜା ମାନଙ୍କ ଦ୍ବାରା ନିର୍ମିତ ସାରଳା ମନ୍ଦିର ସବୁବେଳେ ଭକ୍ତମାନଙ୍କ ଆକର୍ଷଣର କେନ୍ଦ୍ର ହୋଇ ରହିଛି । ମାଆଙ୍କ ଆଶୀର୍ବାଦ ପାଇଁ ଏଠାରେ ସବୁବେଳେ ଭକ୍ତମାନଙ୍କ ଭିଡ ଲାଗି ରହିଥାଏ।ଝଙ୍କଡ ପୀଠର ଉନ୍ନତି Continue Reading
Seo wordpress plugin by www.seowizard.org.