Home Posts tagged madhubabu pension increased
Odisha News
ଭୁୁବନେଶ୍ୱର, ୧୦/୨: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି।ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । Continue Reading
Seo wordpress plugin by www.seowizard.org.