Home Posts tagged mahanadi flood situation
Odisha News
ଭୁବନେଶ୍ୱର,୩/୮:ଲଗାଣ ବର୍ଷା ଯୋଗୁଁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ପାଇଁ ମହାନଦୀ ସିଷ୍ଟମର ୭ ଜିଲ୍ଲାରେ ପ୍ରସ୍ତୁତି ହୋଇଛି। ୭ଟି ଜିଲ୍ଲାରେ ରେସକ୍ୟୁ ଟିମ୍ ମୁତୟନ କରାଯାଇଛି ବୋଲି ସୂଚନା ଦେଇଛନ୍ତି SRC ସତ୍ୟବ୍ରତ ସାହୁ ।ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳିରେ ସର୍ବାଧିକ ୯ ଲକ୍ଷ କ୍ୟୁସେକ୍ ପ୍ରବାହିତ ହେବା ସମ୍ଭାବନା ରହିଛି । ମୁଣ୍ଡଳି ପାସ୍ କରିବାର ୧୨ ଘଣ୍ଟା ପରେ ବନ୍ୟା ଜଳ ୩ଟି […]Continue Reading
Odisha News
କଟକ,୩/୮: ଉପରମୁଣ୍ଡରେ ଲଗାଣ ବର୍ଷା ହେତୁ ମହାନଦୀରେ ବଢୁଛି ବନ୍ୟାଜଳ ପ୍ରବାହ। କଟକ ମୁଣ୍ଡୁଳିଠାରେ ଜଳସ୍ତର ବଢ଼ୁଥିବାରୁ ମହାନଦୀ ସିଷ୍ଟମରେ ଛୋଟ ଧରଣର ବନ୍ୟା ସମ୍ଭାବନା ଥିବା ନେଇ ଅନୁମାନ କରାଯାଇଛି।ବନ୍ୟା ସ୍ଥିତି ମୁକାବିଲା ପାଇଁ ଆଜି ସକାଳୁ SRCଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଜଳସମ୍ପଦ ଅଧିକାରୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉକ୍ତ ବୈଠକରେ ଉପସ୍ଥିତ ଅଛନ୍ତି । ବନ୍ୟା ନେଇ ୭ଟି ଜିଲ୍ଲାକୁ ଆଲର୍ଟ କରାଯାଇଛି।କଟକ ମହାନଦୀ ମୁଣ୍ଡଳିଠାରେ ଆଜି Continue Reading
Odisha News
ଭୁବନେଶ୍ୱର, ୧୬/୮: ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍ ଛୁଇଁବ। ଏହି ୩ ଘଣ୍ଟା ଆମ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। ମଙ୍ଗଳବାର ଏହି ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର।ସେ କହିଛନ୍ତି, ମୁଣ୍ଡଳିରେ ବର୍ତ୍ତମାନ ୧୧.୬ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଉ କିଛି ବଢ଼ିବା ପରେ ଜଳ ପ୍ରବାହ ପରିମାଣ କମିବ। ହୀରାକୁଦରେ ଜଳଭଣ୍ଡାର ଗେଟ୍ ଖୋଲିବା ନେଇ ଆଜି ଅପରାହ୍ଣରେ ନିଷ୍ପତ୍ତି ହେବ। କଟକର ମୁଣ୍ଡଳିଠାରେ […]Continue Reading
Seo wordpress plugin by www.seowizard.org.