Home Posts tagged maiobadi
Odisha News
ଫୁଲବାଣୀ, ୯/୩: ପଡ଼ୋଶୀ ଛତିଶଗଡ଼ ପରେ ଏବେ ଓଡ଼ିଶାରେ ଲାଲ ଆତଙ୍କ। ଫୁଲବାଣୀରେ ମାତିଲେ ମାଓବାଦୀ। ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।ସଲାଗୁଡ଼ା ପଞ୍ଚାୟତ କୁସେରି ଗାଁରେ ମାଓବାଦୀମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି। ସ୍ୱାମୀ ଦାହିରା କହଁର ଓ ସ୍ତ୍ରୀ ବତାସି କହଁରଙ୍କୁ ହତ୍ୟା କରିଥିବା ସୂଚନା ରହିଛି, ପୁଲିସ ଯାହାର ତଦନ୍ତ କରୁଛି।ଗତକାଲି ରାତି ପ୍ରାୟ ୯ଟା ସମୟରେ କିଛି ନକ୍ସଲ ଆସି ଦମ୍ପତିଙ୍କୁ ଘରୁ ଉଠାଇ ନେଇଥିଲେ। Continue Reading
Odisha News
ମାଲକାନଗିରି,୧୭/୪: ମାଓବାଦୀଙ୍କ ଉପରେ ପୁଣି ଏୟାର ଷ୍ଟ୍ରାଇକ ହୋଇଥିବା ଅଭିଯୋଗ । ଛତିଶଗଡ଼ର କିଛି ଜିଲ୍ଲାରେ ଏୟାର ଷ୍ଟ୍ରାଇକ୍ ହୋଇଥିବା ଅଭିଯୋଗ ଆସିଛି । ବୋମା ମାଡ଼ରେ ସଂରକ୍ଷିତ ଜଙ୍ଗଲ ଗୁଡିକ ମଧ୍ୟ ନଷ୍ଟ ହୋଇଥିବା ଅଭିଯୋଗ ଆସିଛି ।ତଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ଅଧ୍ୟକ୍ଷ ବିକଳ୍ପ ଏକ ପ୍ରେସ ବିଜ୍ଞପ୍ତିରେ ଲେଖିଛନ୍ତି ଯେ, ଗତ ୧୪ ଓ ୧୫ ତାରିଖ ଦିନ ମାଓବାଦୀଙ୍କ ଦମନ ନିମନ୍ତେ ଆକାଶ ମାର୍ଗରୁ ମାଓ ଶିବିର ଉପରେ ଆକ୍ରମଣ କରାଯାଇଥିଲା […]Continue Reading
Seo wordpress plugin by www.seowizard.org.