
ଭୁବନେଶ୍ବର, ୩୦/୩: ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ତାପମାତ୍ରା ୪୦ଡ଼ିଗ୍ରି ଅତିକ୍ରମ କରିଛି। ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ଡ଼ିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୦.୫, ବଲାଙ୍ଗୀରରେ ୪୦.୨, ନୟାଗଡ଼ରେ ୪୦, ଭୁବନେଶ୍ୱରରେ ୩୭ ଏବଂ କଟକରେ ୩୭.୬ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।ଆସନ୍ତା ୪ Continue Reading