Home Posts tagged matric result in july
Odisha News
ଭୁବନେଶ୍ୱର ୨୫/୬ : ଜୁଲାଇ ବାହାରିବ ମାଟ୍ରିକ ରେଜଲ୍ଟ । ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ ।ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ।ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ […]Continue Reading
Seo wordpress plugin by www.seowizard.org.