Home Posts tagged matrice exam
Odisha News
ଭୁବନେଶ୍ବର,୧୦/୩: ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଆଜି ସକାଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ରାଜଧାନୀର ସୟଦ ମମତାଜ ଅଲି ହାଇସ୍କୁଲ(ଡୁମଡୁମା) ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି।ଏହାପରେ ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ପରୀକ୍ଷା କେନ୍ଦ୍ରରେ ଏଥର ଖୁବ୍ ଭଲ ବ୍ୟବସ୍ଥା ହୋଇଛି। ପିଲାମାନେ ୭ଟା ୪୫ରେ ପ୍ରଶ୍ନପତ୍ର ପାଇଛନ୍ତି। ପରୀକ୍ଷା ଠିକ ସମୟରେ ଆରମ୍ଭ ହୋଇଛି। ପିଲାଙ୍କ ଚେହେରାରୁ ସ୍ପଷ୍ଟ ବାରି Continue Reading
Seo wordpress plugin by www.seowizard.org.