Home Posts tagged Mayor
Odisha News
ଭୁବନେଶ୍ବର, ୯/୪: ଶନିବାର ନବନିର୍ବାଚିତ ବିଏମସି ମେୟର ସୁଲୋଚନା ଦାସ ଶପଥ ଗ୍ରହଣ କରିଛନ୍ତି। ବିଏମ୍ସି କନଫରେନ୍ସ ହଲରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଗୃହ ଓ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ୍ ନାୟକ ତାଙ୍କୁ ଶପଥ ପାଠ କରାଇଛନ୍ତି।ଏହାଛଡ଼ା ସେ ସମସ୍ତ ୬୭ ନବନିର୍ବାଚିତ କର୍ପୋରେଟରମାନଙ୍କୁ ଶପଥ ଗ୍ରହଣ କରାଉଛନ୍ତି। ଆଜି ରାଜଧାନୀର ପ୍ରଥମ ମହିଳା ମେୟର୍ ଭାବେ ସୁଲୋଚନା ଦାସଙ୍କ ସହ ସମସ୍ତ କର୍ପୋରେଟର ମଧ୍ୟ Continue Reading
Odisha News
କଟକ, ୭/୪: କଟକ ମହାନଗର ନିଗମ ନବନିର୍ବାଚିତ ମେୟର ଓ କର୍ପୋରେଟରଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥାନୀୟ ସହିଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଶପଥ ନେଲେ ସୁବାସ ସିଂହ । କଟକ ମହାନଗର ନିଗମର ନୂତନ ମେୟର ଭାବେ ଶପଥ ନେଲେ ସୁବାସ ସିଂହ । କଟକ ମହାନଗର ନିଗମ (ସିଏମ୍‌ସି)ର ପଞ୍ଚମ ମେୟର ଭାବେ ଶପଥ ଗ୍ରହଣ କଲେ ସୁବାସ ସିଂହ । ପ୍ରଥମେ ମେୟର ସୁବାସ ଚନ୍ଦ୍ର ସିଂହ ଶପଥ ଗ୍ରହଣ କରିଛନ୍ତି।ତାପରେ ସିଏମସିର […]Continue Reading
Odisha News
ଭୁବନେଶ୍ବର,୨୬/୩: ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ପାଇଁ ହୋଇଥିବା କର୍ପୋରେଟର ଓ ମେୟର ନିର୍ବାଚନରେ ବିଜେଡିକୁ ବଡ଼ ସଫଳତା ମିଳିଛି। ବିଜେଡି ମେୟର ପ୍ରାର୍ଥିନୀ ସୁଲୋଚନା ଦାସଙ୍କୁ ଭୁବନେଶ୍ବରବାସୀ ବିଜୟୀ କରାଇଛନ୍ତି।ସୁଲୋଚନା ଦାସ ୬୧ ହଜାର ୧୪୩ ଖଣ୍ଡ ଭୋଟ ବ୍ୟବଧାନରେ ତାଙ୍କର ନିକଟତମ ପ୍ରାର୍ଥିନୀ ବିଜେପିର ସୁନୀତି ମୁଣ୍ଡଙ୍କୁ ପରାସ୍ତ କରିଛନ୍ତି। ବିଜେଡି ପ୍ରାର୍ଥିନୀ ସୁଲୋଚନା ୧୭୪୫୬୨ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେପି ପ୍ରାର୍ଥିନୀ Continue Reading
Odisha News
ବ୍ରହ୍ମପୁର/ଭୁବନେଶ୍ବର, ୬/୩: ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ବ୍ରହ୍ମପୁର ମହାନଗର ନିଗମ (ବିଏମସି) ମେୟର୍ ପଦବି ପାଇଁ ଡ. ସବିତା ସୁଆରଙ୍କୁ ନିଜର ପ୍ରାର୍ଥୀ କରିଛି।ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଭାରତୀୟ ପାର୍ଟି ଆଜି ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଭାବେ ଡ. ସବିତା ସୁଆରଙ୍କ ନାମ ଘୋଷଣା କରିଛି। ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ଏହି ସୂଚନା ଦେଇଛନ୍ତି।ପ୍ରାର୍ଥୀ ଘୋଷଣା ହେବା ପରେ ଡ. ସବିତ ସୁଆର ନିଜର Continue Reading
Odisha News
କଟକ, ୬/୩: ବିଜେପିର ମେୟର ପ୍ରାର୍ଥୀଙ୍କୁ ନେଇ ଜାରି ରହିଥିବା ଆକଳନ ଏକପ୍ରକାର ଭିନ୍ନ ହୋଇଛି।ରବିବାର ବିଜେପି ମେୟର ପ୍ରାର୍ଥୀ ଘୋଷଣା କରିଛି।ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ ବିଜେପିରେ ଯୋଗ ଦେଇ ଦୀର୍ଘଦିନ ଧରି ଦଳରେ ସକ୍ରିୟ ଥିଲେ। ଏହାଛଡ଼ା ସେ ଓଡ଼ିଆ ସିନେ ଆର୍ଟିଷ୍ଟ ଆସୋସିଏସନର ବି ସଂପାଦକ Continue Reading
Seo wordpress plugin by www.seowizard.org.