
ମୟୂରଭଞ୍ଜ,୧୩/୫: ଆଗାମୀ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ । ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ତାଙ୍କର ମୟୁରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଶୋଇ ମିନିଷ୍ଟାଡିଅମଠାରେ ଆୟୋଜିତ ଏକ କାର୍ଯ୍ୟମମରେ ଯୋଗ Continue Reading