
ଭୁବନେଶ୍ୱର,୧୮/୧୧ : ଶୀତରେ ଥରୁଛି ଓଡିଶା, ୩ ଦିନରେ ଆହୁରି ୩ ଡିଗ୍ରୀ ଖସିବ ପାରଦ, ୧୦ ସହର ୧୫ଡିଗ୍ରୀ ତଳେ ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ କମିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ ଜାରି ରିପୋର୍ଟ […]Continue Reading