Home Posts tagged MID DAY MEAL TO BE SERVED IN ALL SCHOOLS JUNE 18TH
Odisha News
ଭୁବନେଶ୍ବର, ୧୫/୬: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି।ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ Continue Reading
Seo wordpress plugin by www.seowizard.org.