Home Posts tagged mirabai chanu wins gold
Sports News
ବର୍ମିଂହାମ,୩୦/୭: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଛି ପ୍ରଥମ ସ୍ୱର୍ଣ୍ଣ। ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତି ଭାରତକୁ ଗର୍ବିତ କରିଥିବା ମହିଳା ଭାରୋତ୍ତୋଳକ ମୀରାବାଈ ଚାନୁ ଏବେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।୪ ବର୍ଷ ତଳେ ଗୋଲ୍ଡକୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମଧ୍ୟ ଚାନୁ ଭାରତ ପାଇଁ ସ୍ୱର୍ଣ୍ଣ ଜିତିଥିଲେ। ଏଥର ମଧ୍ୟ ସେ ୪୯ କେଜି ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।ଏଥିସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସ୍ନାଚରେ Continue Reading
Seo wordpress plugin by www.seowizard.org.