
ଭୁବନେଶ୍ବର, ୯/୩: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ ମହିଳା ସଶକ୍ତୀକରଣରେ ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ Continue Reading