Home Posts tagged MKCG HOSPITAL
Odisha News
କୋରାପୁଟ, ୨୦/୬ : ଚି ନ୍ତା ବଢ଼ାଉଛି ଡିପଥେରିଆ । ପୂର୍ବରୁ ଏଥିରେ ଆକ୍ରାନ୍ତ ହୋଇ ୫ ଜଣ ଆଖି ବୁଜି ସାରିଥିବା ବେଳେ ଏବେ ଆଉ ଜଣେ ନାବାଳକ ଆଖି ବୁଜିଛନ୍ତି। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି ଜଣାଯାଇଛି। ପୂର୍ବରୁ ସାରା ରାଜ୍ୟରେ ୫ ଜଣଙ୍କର ଡିପଥେରିଆରେ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି।ଜନନସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଗକଉଏ ମେଡିକାଲରେ ଡିପଥେରିଆ ରେ ୪ ଜଣ […]Continue Reading
Seo wordpress plugin by www.seowizard.org.