Home Posts tagged mkcg hospital bramhapur
Odisha News
ଗଞ୍ଜାମ, ୧୬/୭ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫାଶିଗୁଡା ଗାଁରେ କରେଣ୍ଟ ଲାଗି ୧୯ ଜଣ ଶିଶୁ ଆହତ ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୁଲିସ। ଜାମିନ ନାମଞ୍ଜୁର ପରେ ଜେଲ ଯାଇଛନ୍ତି ଅଭିଯୁକ୍ତମାନେ।ଗିରଫ ଅଭିଯୁକ୍ତମାନେ ହେଲେ ପରିଚାଳନା କମିଟିର ସଭାପତି ଶିବରାମ ବିଷୋୟୀ, ରାଜେନ୍ଦ୍ର ଦୋରା, ଶିବରାମ ବେହେରା, ରବିନ୍ଦ୍ର କୁମାର ସାହୁ ଓ ବିଜୟ କୁମାର ରାଉଳ। ଏଥିସହ ପୁଲିସ ନାଟକ ପରିବେଷଣରେ ବ୍ୟବହୃତ ସମସ୍ତ ବିଦ୍ୟୁତ ସରଞ୍ଜାମ, ଡିଜେ ବକ୍ସ ଓ […]Continue Reading
Odisha News
ବ୍ରହ୍ମପୁର,୧୫/୬ : ବ୍ରହ୍ମପୁର ସ୍ଥିତ ଗକଉଏ ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଭାନୀ ପଟ୍ଟନାୟକ। ସେ ପିଜି ପ୍ରଥମ ବର୍ଷର ଚର୍ମ ବିଭାଗର ଛାତ୍ରୀ ଥିଲେ। ତାଙ୍କ ଘର ପୁରୁଷୋତ୍ତମପୁରରେ।ସୁଭାନୀ ହଷ୍ଟେଲରେ ରହୁଥିଲେ। ଆଜି ସକାଳେ ତାଙ୍କର ସାଙ୍ଗମାନେ ହସ୍ପିଟାଲ ଯିବା ପାଇଁ ବାହାରିବା ବେଳେ ତାଙ୍କ ରୁମ୍ ବନ୍ଦ ଥିଲା। ସେ ବାହାରି ନଥିଲେ। ପରେ ଜଣାପଡ଼ିଲା ତାଙ୍କ ଅବସ୍ଥା ଗୁରୁତର Continue Reading
Odisha News
ବ୍ରହ୍ମପୁର ୩୦/୯: ଏମକେସିଜି ମେଡିକାଲ କଲେଜ ଓ ହସପିଟାଲରେ ହାଉସ ସର୍ଜନ ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଝଗଡ଼ା ପରେ ମାଡ଼ପିଟ୍ ହୋଇଛି। ଏମକେସିଜି ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଏପରି ଘଟଣା ଘଟିଛି। ଫଳରେ ଉଭୟ ନର୍ସ ସଂଘ ଓ ହାଉସ ସର୍ଜନ ସଂଘ କାର‌୍ୟ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି।ଗୁରୁବାର ରାତିରେ କାଜୁଆଲିଟିରେ ଜଣେ ରୋଗୀଙ୍କ ରକ୍ତ ଶର୍କରା ପରୀକ୍ଷା କରିବାକୁ ହାଉସ ସର୍ଜନ ଡାକ୍ତର କହିଥିଲେ। ହେଲେ ସେଠାରେ କାର‌୍ୟ୍ୟରତ ନର୍ସମାନେ ଶର୍କରା ପରୀକ୍ଷା Continue Reading
Seo wordpress plugin by www.seowizard.org.