Home Posts tagged MLAs
Odisha News
ଭୁବନେଶ୍ୱର,୭/୯: ଓଡ଼ିଶା ବିଧାନସଭାର ସଦସ୍ୟ/ସଦସ୍ୟା ଏବଂ ପୂର୍ବତନ ସଦସ୍ୟ/ସଦସ୍ୟାମାନଙ୍କ ନିମନ୍ତେ ସରକାରଙ୍କ ତରଫରୁ ୨୦୧୨-୧୩ ଆର୍ଥିକ ବର୍ଷରୁ ରାଷ୍ଟ୍ରୀୟ ବୀମା କମ୍ପାନି ମାଧ୍ୟମରେ ସ୍ୱାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଉଛି । ଚଳିତ ଆର୍ଥିକ ବର୍ଷ ପାଇଁ ମଧ୍ୟ ପ୍ରତ୍ୟେକ ସଦସ୍ୟ/ସଦସ୍ୟା ଏବଂ ପୂର୍ବତନ ସଦସ୍ୟ/ସଦସ୍ୟା ଏବଂ ସେମାନଙ୍କର ପତି/ପତ୍ନୀଙ୍କ ନିମନ୍ତେ ୫ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ସ୍ୱାସ୍ଥ୍ୟବୀମା ସୁବିଧା ଦିଆଯାଉଥିଲା ।ସ୍ୱାସ୍ଥ୍ୟସେବାର Continue Reading
Seo wordpress plugin by www.seowizard.org.