Home Posts tagged mo baus catches fire near cda sector 9
Odisha News
କଟକ, ୨୮/୬ : ହୁତୁହୁତୁ ହୋଇ ରାସ୍ତା ଉପରେ ଜଳିଗଲା ମୋ ବସ୍। କଟକ ସିଡିଏ ସେକ୍ଟର-୯ ଅଞ୍ଚଳରେ ‘ମୋ ବସ୍’ରେ ନିଆଁ ଲାଗିଯାଇଛି। ବସ୍ରେ ଥିବା ଯାତ୍ରୀମାନେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ହେଲେ ନିଆଁ ଲାଗି ବସ୍ଟି ଜଳିଯାଇଛି।ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା। ପରେ ବସ୍ଟି […]Continue Reading
Seo wordpress plugin by www.seowizard.org.