Home Posts tagged mohan majhi will take oath as new cm today
Odisha News
ଭୁବନେଶ୍ବର, ୧୨/୬: ଆଜି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ଏହି କାର‌୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ସେହିଭଳି ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି ଓ ଶିଳ୍ପପତିମାନେ ମଧ୍ୟ ଅତିଥି ଭାବେ ଯୋଗଦେବେ।ଏଥିପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସମଗ୍ର ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାନୁସାରେ ଅପରାହ୍ଣ Continue Reading
Seo wordpress plugin by www.seowizard.org.