Home Posts tagged monsoon active all over the state
Odisha News
ଭୁବନେଶ୍ବର, ୨୩/୬: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୨୬ରୁ ଏହାର ପରିମାଣ ବଢ଼ିବ। ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି Continue Reading
Seo wordpress plugin by www.seowizard.org.