Home Posts tagged monsoon rain
Odisha News
ଭୁବନେଶ୍ୱର,୧୮/୭: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ପାରାଦୀପ ଉପରେ ଦକ୍ଷିଣ ପୂର୍ବ ଦିଗ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲମ୍ବିଛି ଏବଂ ସମୁଦ୍ର ପତନ ଠାରୁ ୧.୫ କିଲୋମିଟର ପର‌୍ୟ୍ୟନ୍ତ ବିସ୍ତାରିତ ହୋଇ ରହିଛି।ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର Continue Reading
Odisha News
ବନେଶ୍ୱର,୨୩/୬: ରାଜ୍ୟରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୪ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଂଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୂରଭଂଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା Continue Reading
Odisha News
ଭୁବନେଶ୍ବର,୧୬/୬: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରାକ୍-ମୌସୁମୀ ବର୍ଷା। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ବୁଧବାର ଦିନ ପ୍ରଥମେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ଧୀରେ ଧୀରେ ଏହା ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଛୁଇଁଛି। ପ୍ରାକ୍-ମୌସୁମୀ ସକ୍ରିୟ ରହିଥିବାରୁ ରାତି ସୁଦ୍ଧା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ଲାଗି ପାଗ ଅନୁକୂଳ ରହିଥିବାରୁ ଗୁରୁବାର କିମ୍ବା ଶୁକ୍ରବାର ସକାଳ ସୁଦ୍ଧା ମୌସୁମୀ Continue Reading
Odisha News
ଭୁବନେଶ୍ୱର, ୧୩ଜ୍ଝ୬: ଜୁନ୍ ଶେଷ ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୌସୁମୀ ଡେରିରେ ପହଞ୍ଚିଲେ ବି ଅଧିକ ବର୍ଷା କରାଇବ । ଆସନ୍ତା ୧୭ରେ ମୌସୁମୀ ଓଡ଼ିଶା ଛୁଇଁବ । ୧୭ରୁ ୨୧ ଭିତରେ ଉପକୂଳ ଓ ଆଭ୍ୟନ୍ତରରେ ଅଧିକ ବର୍ଷିବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।ଆସନ୍ତା ଜୁନ୍ ୧୪ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବ । କିନ୍ତୁ ଅଧିକାଂଶ ସ୍ଥାନରେ […]Continue Reading
Seo wordpress plugin by www.seowizard.org.