Home Posts tagged monsoon rains disappear
Odisha News
ଭୁବନେଶ୍ୱର, ୨୯/୭: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ।ଏ ପରିସ୍ଥିତିରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍ସିୟସ୍ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି।ବିଶେଷ କରି ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଦିନର ତାପାମାତ୍ରା ବୃଦ୍ଧି ସହ ଗୁଳୁଗୁଳି Continue Reading
Seo wordpress plugin by www.seowizard.org.