Home Posts tagged monsoon reached 24 district in odisha
Odisha News
ଭୁବନେଶ୍ବର, ୨୧/୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଗ୍ରୀଷ୍ମ ଲହରିରେ ବ୍ରେକ୍ ଲାଗିଛି। ଲୋକଙ୍କୁ ଆଶ୍ବସ୍ତି ମିଳିଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଦିନେ ଦୁଇଦିନ ମଧ୍ୟରେ ରାଜ୍ୟର ଅନ୍ୟ ୬ଟି ଜିଲ୍ଲାକୁ ମୌସୁମୀ ଛୁଇଁବ।ସୂଚନାଯୋଗ୍ୟ, ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗତମାସ ଛୁଇଁଥିଲା। କେରଳରେ ଏହା ମେ’ Continue Reading
Seo wordpress plugin by www.seowizard.org.