Home Posts tagged monsoon session
Odisha News
ନୂଆଦିଲ୍ଲୀ, ୨୧/୭: ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ଓଡ଼ିଶା ଉପରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୨ରୁ ପ୍ରବଳ ବର୍ଷିବ ।ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭାରି ବର୍ଷା ହେବ । ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଜାରି କରିଛି । ଏହାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ସତର୍କ ସୂଚନା ଜାରି କରିଛନ୍ତି ।ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା Continue Reading
Odisha News
ଭୁବନେଶ୍ୱର, ୨/୭: ଆଜିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ ।ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି ।ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, Continue Reading
Odisha News
ଭୁବନେଶ୍ୱର, ୨୦/୬: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇଯାଇଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ୧୩ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି Continue Reading
Odisha News
ଭୁବନେଶ୍ୱର ୧୫/୬: ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।ରଜକୁ ବର୍ଷା ଭିଜାଇବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଗତ ଦୁଇଦିନ ତଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ରହିଥିଲା । ଏଭଳି ରଜ ପାଗ ଜାରି ରହିବ ବୋଲି ଆଶା ଥିଲା ।ହେଲେ ପାଣିପାଗ ବିଭାଗର ସାନି ଆକଳନକୁ ବିଶ୍ୱାସ କଲେ ଆସନ୍ତା […]Continue Reading
Odisha News
ନୂଆଦିଲ୍ଲୀ, ୨୯/୫: ରବିବାର କେରଳ ଆକାଶରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି।ଭାରତୀୟ ପାଣିପାଗ ବିଭାଗସୂତ୍ରରୁ ଜଣାପଡ଼ିଛି ଯେ, ଆଜି ସକାଳେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ଲକ୍ଷାଦ୍ବୀପ ଅଞ୍ଚଳ, କେରଳର ଅଧିକାଂଶ ଅଞ୍ଚଳ, ଦକ୍ଷିଣ ତାମିଲନାଡୁର କେତେକ ଅଞ୍ଚଳ, ମାନ୍ନାର ଉପସାଗରର କିଛି ଅଞ୍ଚଳ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳରେ ପ୍ରବେଶ କରିଛି।ଦକ୍ଷିଣପଶ୍ଚିମ Continue Reading