Home Posts tagged MORNING SCHOOL FROM APRIL 2 IN ODISHA
Odisha News
ଭୁବନେଶ୍ବର, ୩୦/୩: ପରିବର୍ତ୍ତିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି।ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ Continue Reading
Seo wordpress plugin by www.seowizard.org.