Home Posts tagged mp bhartruehari mahatab quits bjd
Odisha News
ଭୁବନେଶ୍ବର/କଟକ, ୨୨/୩: କଟକ ସାଂସଦ ଭର୍ତ୍ତୃହରି ମହତାବ୍ ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥି ସହିତ ଶ୍ରୀ ମହତାବ୍ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। କଟକରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନିଜେ ଶ୍ରୀ ମହତାବ୍ ଏହି ସୂଚନା ଦେଇଛନ୍ତି। ତେବେ ଶ୍ରୀ ମହତାବ୍ କେଉଁ ଦଳରେ ଯୋଗଦେବେ ସେନେଇ ଘୋଷଣା କରିନାହାନ୍ତି।ଦଳ ଛାଡ଼ିବା Continue Reading
Seo wordpress plugin by www.seowizard.org.