Home Posts tagged municipal election
Odisha News
ବ୍ରହ୍ମପୁର, ୨୬/୩: ବିଜେଡି ହାତକୁ ଗଲା ବ୍ରହ୍ମପୁର ମହାନଗର ମେୟର ପଦବୀ । ଶେଷରେ ବିଜୟୀ ହେଲେ ବିଜେଡି ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ। ୨୦, ୨୩୬ ଭୋଟ ବ୍ୟବଧାନରେ ଜିତିଲେ ସଂଘମିତ୍ରା । ବିଜେପିର ସବିତା ସୁଆର ଓ କଂଗ୍ରେସର ମଞ୍ଜୁ ରଥଙ୍କୁ ହରାଇ ମେୟର ପଦ ହାତେଇବାରେ ସକ୍ଷମ ହୋଇଛନ୍ତି ସଂଘମିତ୍ରା।ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ମେୟର ପଦ କିଏ ହାତେଇବ ତାହା ଉପରେ ସମସ୍ତଙ୍କ ନଜର ଥିଲା। ବ୍ରହ୍ମପୁର ମେୟର […]Continue Reading
Odisha News
ଭଦ୍ରକ, ୨୬/୩ : ଭଦ୍ରକ ଜିଲ୍ଲାର ୨ଟି ପୌରପାଳିକା ଓ ଗୋଟିଏ ଏନ୍ଏସିରେ ଭୋଟ ଗଣତି ଜାରି ରହିଛି । ମତଦାନ ବେଳେ ବୁଥ୍ ସମ୍ମୁଖରେ ଛୁରାମାଡ଼ ପରେ ଧାମନଗର ଏନ୍ଏସିରେ ସୁରକ୍ଷା ଦୃଷ୍ଟିରୁ ଭୋଟ ଗଣତିକୁ ବନ୍ଦ ରଖାଯାଇଛି । ସାନି ମତଦାନ ହୋଇନଥିବାରୁ ଏହି ଭୋଟ ଗଣତିକୁ ବନ୍ଦ ରଖାଯାଇଥିବା ସୂଚନା ମିଳିଛି ।ସେପଟେ ଭଦ୍ରକ ପୌରପାଳିକା , ବାସୁଦେବପୁର ପୌରପାଳିକା ଓ ଚାନ୍ଦବାଲି ଏନଏସି ପାଇଁ ଭୋଟ ଗଣତି ଜାରି ରହିଛି । […]Continue Reading
Odisha News
ଭୁବନେଶ୍ୱର, ୨୬/୩: ଆଜି ଆସିବ ପୌର ନିର୍ବାଚନର ଫଳାଫଳ । ଭଦ୍ରକ ଜିଲ୍ଲା ଧାମନଗର ଏନ୍ଏସିକୁ ଛାଡ଼ି ୩ଟି ମହାନଗର ନିଗମ ଏବଂ ୧୦୫ ପୌରାଞ୍ଚଳର ଆସିବ ଜନାଦେଶ । ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ ।ଭୁବନେଶ୍ୱର ମହାନଗର ନିଗମ ଏଥର ଦେଖିବ ପ୍ରଥମ ମହିଳା ମେୟର । କିଏ ପିନ୍ଧିବ ଭୁବନେଶ୍ୱର ମେୟର ମୁକୁଟ, ତା ଉପରେ ସମସ୍ତଙ୍କ ନଜର ରହିଛି । ସେପଟେ ଭୋଟ ଗଣତି ପୂର୍ବରୁ ଭଦ୍ରକ ପୌରାଞ୍ଚଳରେ ଲାଗିଛି […]Continue Reading
Odisha News
ଭୁବନେଶ୍ୱର,୨୪/୩: ରାଜ୍ୟରେ ବିଭିନ୍ନ ସ୍ଥାନରେ ବ୍ୟାପକ ହିଂସାକାଣ୍ଡ ମଧ୍ୟରେ ଆଜି ପୌର ନିର୍ବାଚନ ପାଇଁ ଭୋଟଗ୍ରହଣ ଶେଷ ହୋଇଛି ।ରାଜ୍ୟର ୧୦୬ଟି ପୌର ପରିଷଦ ଓ ଏଏନସିରେ ମୋଟ ୬୫% ମତଦାନ ହୋଇଥିବାବେଳେ ବ୍ରହ୍ମପୁର ମହାନଗର ନିଗମରେ ୪୭%, ଭୁବନେଶ୍ୱର ମହାନଗର ନିଗମରେ ୫୦% ଓ କଟକରେ ୬୫% ମତଦାନ ହୋଇଛି ।ବାଲଟ୍ କାଗଜରେ ତ୍ରୁଟି ଯୋଗୁ କେବଳ ନବରଙ୍ଗପୁର ଜିଲ୍ଲାର ଉମରକୋଟ ପୌର ପରିଷଦର ୮ ନମ୍ବର ୱାର୍ଡରେ ଆସନ୍ତାକାଲି ପୁନଃ ଭୋଟଗ୍ରହଣ ଅନୁଷ୍ଠିତ ହେବ […]Continue Reading
Odisha News
ଭୁବନେଶ୍ୱର, ୨୪/୩: ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ। ଗୁରୁବାର ସକାଳୁ ସକାଳୁ ପୌର ନିର୍ବାଚନ ଆରମ୍ଭ ହୋଇଯାଇଥିବା ବେଳେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଈଗଉର ୫୩ ନଂ ୱାର୍ଡରେ ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ବାହାରି ଚାଲି ଚାଲି ଏରୋଡ୍ରମ୍ ୟୁପି ସ୍କୁଲରେ ହୋଇଥିବା ବୁଥ୍ରେ ପହଞ୍ଚିଲେ । ଏହାପରେ ସେଠାରେ ଭୋଟର ତାଲିକାରେ Continue Reading
Odisha News
ଭୁବନେଶ୍ୱର ୨୪/୩: ଆଜି ହେଉଛି ପୌର ଭୋଟ୍ । ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ ହେବ ଭୋଟ୍ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ହେବ ।ତେବେ ଚଳିତ ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବା ବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ। ଏଥର ମ୍ୟୁନିସପାଲଟି ଓ ଏନ୍ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୩: ୧୭ ଗୋଟି ୱାର୍ଡକୁ ନେଇ ଗଠିତ ବୌଦ୍ଧଗଡ ଏନଏସି ଚଳିତ ନିର୍ବାଚନରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେଉଥିବାର ବର୍ତ୍ତମାନ ପ୍ରଚାରରୁ ଜଣାପଡିଛି । ବିଜେଡି, ବିଜେପି ଓ କଂଗ୍ରେସ ଏହି ତିନିଦଳ ମୁଖ୍ୟତଃ ପ୍ରଚାର ଜୋରସୋରରେ ଆରମ୍ଭ କରିଦେଇଛନ୍ତି ।ଗତ ତିନିଥର ଧରି ବିଜେଡି ବୌଦ୍ଧଗଡ ଏନଏସିରେ ଶାସନ କରି ଆସିଥିବାବେଳେ ବର୍ତ୍ତମାନ ପୁଣି ଏହି ଗଡକୁ ଅକ୍ତିଆର କରିବା ପାଇଁ ରଣ କୌଶଳ ଆରମ୍ଭ କରିଦେଇଛି । ଜିଲ୍ଳାର ଏକମାତ୍ର Continue Reading
Odisha News
ଭୁବନେଶ୍ୱର, ୭/୩ : ପୌର ନିର୍ବାଚନ ପ୍ରଚାରରେ ରହିବ ନାହିଁ କୌଣସି କୋଭିଡ୍ କଟକଣା। ପ୍ରାର୍ଥୀମାନେ ପୂର୍ବରୁ ଯେମିତି ପ୍ରଚାର କରୁଥିଲେ ସେଭଳି ପ୍ରଚାର କରିପାରିବେ। ରାଜ୍ୟରେ କୋଭିଡ୍ ସଂକ୍ରମଣ କମୁଥିବାରୁ ରାଜ୍ୟ ନିର୍ବାଚନ କମିଶନ ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ଯଦି ଆଗକୁ ସଂକ୍ରମଣ ବୃଦ୍ଧି ପାଏ ତାହା ହେଲେ କଟକଣା ନେଇ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି।-ଇଊଠଋଜଞଓଝଋଗଋଘଞ-ଏଥର ମୋଟ ୧୮ଶହ Continue Reading
Odisha News
ଭୁବନେଶ୍ୱର,୭/୩: ପୌର ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲର ଶେଷ ଦିନ। ଅନେକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ ଏପର୍ଯ୍ୟନ୍ତ କରିନଥିବାରୁ ସୋମବାରଶେଷ ଦିନରେ ଭିଡ଼ ଜମିପାରେ। ଗତକାଲି ୫ମ ଦିନରେ ଅନେକ ସ୍ଥାନରେ ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କୁ ଧରି ପ୍ରାର୍ଥୀପତ୍ର ଦାଖଲ କରିଥିବା ଦେଖିବାକୁ ମିଳିଥିଲା।ମାର୍ଚ୍ଚ ୨ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ ଆଜି ସରୁଛି। ଆସନ୍ତା ୯ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଆସନ୍ତା Continue Reading
Odisha News
କଟକ, ୬/୩: ବିଜେପିର ମେୟର ପ୍ରାର୍ଥୀଙ୍କୁ ନେଇ ଜାରି ରହିଥିବା ଆକଳନ ଏକପ୍ରକାର ଭିନ୍ନ ହୋଇଛି।ରବିବାର ବିଜେପି ମେୟର ପ୍ରାର୍ଥୀ ଘୋଷଣା କରିଛି।ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ ବିଜେପିରେ ଯୋଗ ଦେଇ ଦୀର୍ଘଦିନ ଧରି ଦଳରେ ସକ୍ରିୟ ଥିଲେ। ଏହାଛଡ଼ା ସେ ଓଡ଼ିଆ ସିନେ ଆର୍ଟିଷ୍ଟ ଆସୋସିଏସନର ବି ସଂପାଦକ Continue Reading
Seo wordpress plugin by www.seowizard.org.