
ଭୁବନେଶ୍ୱର,୮/୧: ରାଜଧାନୀର ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି।ଉକ୍ତ ଘଟଣାରେ କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍କାଡ୍ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ନିବାସୀ। ଏମାନେ ପୂର୍ବରୁ ଜେଲ୍ ଯାଇଥିଲେ। ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି।ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ Continue Reading