Home Posts tagged NABA DAS SMRUTI SABHA
Odisha News
ଝାରସୁଗୁଡ଼ା,୯/୨: ସ୍ବର୍ଗତ ନବ ଦାସଙ୍କୁ ଗୁରୁବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡା ସରବାହାଲ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବ ଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।ଏହାସହ ସେଠାରେ ଉପସ୍ଥିତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ। ନବଦାସଙ୍କ ସ୍ମୃତି ସଭାରେ ବିଭିନ୍ନ ରାଜନୈତିକ ଦଳର ନେତା ଏବଂ ନବ ଦାସଙ୍କ ସମର୍ଥକ ଯୋଗ ଦେଇଥିଲେ।ସ୍ବର୍ଗତ ନବ Continue Reading
Seo wordpress plugin by www.seowizard.org.