Home Posts tagged naveen patnaik invited by bjp to attend oath ceremony
Odisha News
ଭୁବନେଶ୍ୱର,୧୧/୬: ରାଜ୍ୟର ନୂଆ ଭାଜପା ମୁଖ୍ୟମନ୍ତ୍ରୀ ବୁଧବାର ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହକୁ ଭାଜପା, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ପହଞ୍ଚିବେ।ଯାହାକୁ ନେଇ ପ୍ରତିକ୍ରିୟା Continue Reading
Seo wordpress plugin by www.seowizard.org.