Home Posts tagged nilamadhaba temple
Odisha News
ଭୁବନେଶ୍ୱର, ୨୭/୪: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି ।ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର‌୍ୟ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ Continue Reading
Seo wordpress plugin by www.seowizard.org.