Home Posts tagged notification releasedfor the first phase of election
Odisha News
ନୂଆଦିଲ୍ଲୀ /ଭୁବନେଶ୍ୱର,୧୮/୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର Continue Reading
Seo wordpress plugin by www.seowizard.org.