Home Posts tagged nuapada mvi arrested
Odisha News
ଭୁବନେଶ୍ୱର,୮/୯: ନୂଆପଡ଼ା MVI ବିଜୟ କୁମାର ବେହୁରିଆ ଗିରଫ ହୋଇଛନ୍ତି । ନୂଆପଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିଲା । ଖୋର୍ଦ୍ଧା ମେଡିକାଲ ସାମ୍ନାରେ ଗାଡ଼ି ଅଟକାଇ ଯାଂଚ ହୋଇଥିଲା । ଏହି ସମୟରେ ମିଳିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ନୂଆପଡ଼ା MVI ବିଜୟ କୁମାର ବେହୁରିଆଙ୍କୁ ଭିଜିଲାନ୍ସ ଗିରଫ କରିଛି ।ଏହାସହ ନୂଆପଡ଼ା ସ୍ଥିତ ତାଙ୍କ ଘର, ଜଗତସିଂହପୁର Continue Reading
Seo wordpress plugin by www.seowizard.org.