Home Posts tagged odihsa
Odisha News
ଭୁବନେଶ୍ୱର,୧୭/୪: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ଓଡ଼ିଶାବାସୀଙ୍କୁ ବଡ଼ ଉପହାର ଦେଇଛନ୍ତି।ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି। ଏହାସହ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ଗଡ଼କରୀ। ପୁରୀ-ଭୁବନେଶ୍ୱର ରାସ୍ତା ୬ ଲେନ୍ ହେବ ବୋଲି ବଡ଼ ସୂଚନା ଦିଆଯାଇଛି।ଭୁବନେଶ୍ବର ବରମୁଣ୍ଡା Continue Reading