Home Posts tagged odisha breaking news swagatika bhuia
Odisha News
ଭୁବନେଶ୍ୱର,୩୧/୭: ରାଜ୍ୟରେ କୋଭିଡ୍ ମୁକାବିଲା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ସମସ୍ତ ଅଙ୍ଗ ନିୟୋଜିତ ଅଛି ଏବଂ ରାଜ୍ୟରେ କୋଭିଡ୍ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। ତେବେ, କୋଭିଡ୍ ମୁକାବିଲା ସହ ରାଜ୍ୟରେ ଜୀବନ ଓ ଜୀବିକାକୁ ମଧ୍ୟ ସ୍ୱାଭାବିକ କରିବାର ଆବଶ୍ୟକତା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନର ଅନେକ ନିୟମକୁ କୋହଳ କରିଛନ୍ତି। ଏଥିସହ କୋଭିଡ୍ ସଂକ୍ରମଣକୁ ରୋକିବା ସହ ଜନଜୀବନକୁ ରକ୍ଷା କରିବା ପାଇଁ କିଛି ନିୟମକୁ ଆସନ୍ତା ଅଗଷ୍ଟ Continue Reading
Odisha News
ଭୁବନେଶ୍ବର,୨୮/୭: ଭୁବନେଶ୍ବର: ଆଜି ରାଜ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୭ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଏବଂ ରାୟଗଡ଼ାରୁ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। […]Continue Reading
Odisha News
ଭୁବନେଶ୍ୱର,୬/୭: ସୋମବାର ଦିନ ଭୁବନେଶ୍ୱରରୁ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭ଜଣଙ୍କ ମଧ୍ୟରୁ ୧୦ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ବେଳେ ୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୨ଜଣ କରୋନା ଯୋଦ୍ଧା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ ।ଚିହ୍ନଟ ୧୦ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ହେଉଛନ୍ତି ଡୁମଡୁମା ରଘୁନାଥ ନଗର ବସ୍ତିର ୪୦ […]Continue Reading
Seo wordpress plugin by www.seowizard.org.