Home Posts tagged odisha budget-2023-24
Odisha News
ଭୁବନେଶ୍ବର,୨୪/୨ : ଶୁକ୍ରବାରଦିନ ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟକୁ ଲୋକଙ୍କ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବଜେଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ ଏହି ବଜେଟ ଲୋକଙ୍କ ଦ୍ବାରା, ଲୋକଙ୍କ ପାଇଁ ଓ ଲୋକଙ୍କ ବଜେଟ । ଏହା ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ ବୋଲି ସେ କହିଛନ୍ତି ।ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଏହାକୁ ଏକ ଚିରାଚରିତ ବଜେଟ୍ ବୋଲି କହିଛନ୍ତି […]Continue Reading
Odisha News
ଭୁବନେଶ୍ବର,୨୪/୨ : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏବର୍ଷ ମଧ୍ୟ ଅର୍ଥମନ୍ତ୍ରୀ ପ୍ରଥମେ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରିଛନ୍ତି । କୃଷି କ୍ଷେତ୍ର ପାଇଁ ଏବର୍ଷ ମୋଟ ୨୪,୮୨୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ ସହାୟତା ଓ ଜଳସେଚନ ଉପରେ ଗୁରୁତ୍ବ ଦିଆଯାଇଛି ।ସରକାରଙ୍କ ଲୋକପ୍ରିୟ କାଳିଆ […]Continue Reading
Seo wordpress plugin by www.seowizard.org.