Home Posts tagged odisha cabinet approves 19 prposals
Odisha News
ଭୁବନେଶ୍ୱର,୧୧/୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବପିଢ଼ିଙ୍କ ପାଇଁ ଡିଜିଟାଲ-ଇ ପାଠ୍ୟକ୍ରମ ରଖାଯିବ।ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବତୀ/ଯୁବକଙ୍କୁ ଦକ୍ଷ କରାଯିବା ନେଇ Continue Reading
Seo wordpress plugin by www.seowizard.org.