Home Posts tagged odisha cm mohan majhi
Odisha News
ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର‌୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତୀକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ Continue Reading
Odisha News
ପୁରୀ,୨/୭: ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ଆଜିର ରଥଯାତ୍ରା ସମନ୍ବୟ ବୈଠକ ମଞ୍ଚରୁ ନିର୍ଦ୍ଦେଶ ଦେଇଛନ୍ତି।ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏଥର Continue Reading
Odisha News
ଭୁବନେଶ୍ବର, ୧/୭:ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାଜ୍ୟସ୍ତରୀୟ ସହ ଜିଲାସ୍ତରରେ ମଧ୍ୟ ଶୁଣାଣି କରାଯାଉଛି। ଲୋକମାନେ ପ୍ରଥମେ ଜିଲାସ୍ତରରେ ଅଭିଯୋଗ କରନ୍ତୁ। ଜିଲାସ୍ତରରେ ସମାଧାନ ହୋଇଗଲେ ଆଉ ଭୁବନେଶ୍ବର ଆସିବାକୁ ପଡ଼ିବନି। ଆଜି ଯେତିକି ଶୁଣାଣି ହୋଇଛି ସେଥିରୁ ପ୍ରାୟ ୯୯% ସମାଧାନ ହୋଇଯିବ।ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ପ୍ରତି ସୋମବାର Continue Reading
Odisha News
ଭୁବନେଶ୍ବର, ୩୦/୬: ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର। ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ।ଆଉ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ହେବ। କ୍ଷମତାକୁ ଆସିବେ ରତ୍ନଭଣ୍ଡାର ଖୋଲିବାକୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା।ଭୁବନେଶ୍ୱରରେ ଆୟୋଜିତ Continue Reading
Odisha News
କେନ୍ଦୁଝର,୨୪/୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ ପ୍ରାୟ ୧୦.୩୦ରେ ବାହାରି ସଦର ବ୍ଲକ ରାଇକଳା, ତାଙ୍କ ଜନ୍ମ ଗ୍ରାମରେ ଓହ୍ଲାଇଥିଲେ।ତାଙ୍କୁ ଦର୍ଶନ କରିବାକୁ ଏବଂ ସ୍ବାଗତ ଜଣାଇବାକୁ ହଜାର ହଜାର ସଂଖ୍ୟାରେ ଆଖପାଖ ଅଞ୍ଚଳର ଲୋକ ରୁଣ୍ଡ ହୋଇଥିଲେ। ସତେ ଯେପରି Continue Reading
Odisha News
ଭୁବନେଶ୍ୱର,୧୬/୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ।ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ Continue Reading
Seo wordpress plugin by www.seowizard.org.