ଭୁବନେଶ୍ୱର,୧୫/୧୦: ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ ଶେଷ ହେଲା । ଏଣିକି ନିୟମିତ ହେବ ରାଜ୍ୟର ସମସ୍ତ ଚୁକ୍ତି ଭିତ୍ତିକ ନିଯୁକ୍ତି କର୍ମଚାରୀ । ଶନିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିକ ନିଯୁକ୍ତି କର୍ମଚାରୀଙ୍କୁ ନିୟମିତ ନିଯୁକ୍ତି ସମ୍ପର୍କିତ ପ୍ରସ୍ତାବ ପାରିତ ହେବା ପରେ ଏନେଇ ଘୋଷଣା କରିଛିନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବର୍ତ୍ତମାନ ଚାକିରୀରେ ଥିବା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ Continue Reading
ରୋମ ୨୨/୬ : ଭାଟିକାନ ସିଟିରେ ପୋପଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଯାଇ ସାକ୍ଷାତ କରିଛନ୍ତି ।ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ଦେଶର ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପୋପ୍ ହେଉଛନ୍ତି ଅନ୍ୟତମ ।ସୂଚନା ଥାଉକି, ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ । ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି Continue Reading
ନୂଆଦିଲ୍ଲୀ,୨୧/୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁମୋଦନକ୍ରମେ ନୂତନ ‘ଆନ୍ତଃରାଜ୍ୟ ପରିଷଦ୍’ ଗଠନ ହେବାକୁ ଯାଉଥିବା କଥା ଶୁକ୍ରବାର ଦିନ ଗୃହ ମନ୍ତ୍ରଣାଳୟ ଜାରି କରିଥିବା ଗେଜେଟ୍ ବିଜ୍ଞପ୍ତିରୁ ଜଣାପଡ଼ିଛି।କେନ୍ଦ୍ର ସରକାର ଘୋଷଣା କରିଥିବା ଏହି ଆନ୍ତଃରାଜ୍ୟ ପରିଷଦ୍ ଷ୍ଟାଣ୍ଡିଂ କମିଟିର ନୂତନ ସଦସ୍ୟଙ୍କ ମଧ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ ଏହି କମିଟିରେ ୧୩ଜଣ ସଦସ୍ୟ Continue Reading