Home Posts tagged odisha high court
Odisha News
କଟକ, ୨୨/୧୨: ଓଡ଼ିଶା ଲୋକସେବା ଆୟୋଗ (OPSC)) ପକ୍ଷରୁ ପରିଚାଳିତ ଇଝଙ ଚୟନ ଅନିୟମିତତା ମାମଲାକୁ ନେଇ ଦାୟର ହୋଇଥିବା ଅପିଲକୁ କାଏମ ରଖିଛନ୍ତି ହାଇକୋର୍ଟ। ୧୧୦୪ ଜଣଙ୍କ ଙଚଝଉ ମେରିଟ୍ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ।OPSC) ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିଛନ୍ତି ହାଇକୋର୍ଟ। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରିଛନ୍ତି ୨ ଜଣିଆ ଖଣ୍ଡପୀଠ। ଯେଉଁଠୁ ଚୟନ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ ଙଚଝଉକୁ ନିର୍ଦ୍ଦେଶ ଦେଇଛନ୍ତି।ଗତ Continue Reading
Odisha News
କଟକ,୨୧/୧୨: କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ବିବାଦରେ ଆଜି ନୂଆ ମୋଡ ଆସିଛି ।ଆଜି ହାଇକୋର୍ଟ ଅନୁଭବଙ୍କୁ ବିବାହ ବିଛେଦ ପାଇଁ ଅନୁମତି ଦେଇଛନ୍ତି । କେବଳ ଅନୁମତି ଦେଇନାହାନ୍ତି ବରଂ ପରିବାର ଅଦାଲତର ବିବାହ ବିଛେଦ ରାୟକୁ ଖାରଜ ମଧ୍ୟ କରିଛନ୍ତି । ମିଳିଥିବା ସୂଚନା ମୁତାବକ ତଳ କୋର୍ଟ ପୂର୍ବରୁ ଏହି ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିଲେ । ଏହାକୁ ଚ୍ୟାଲେଞ୍ଜ କରି […]Continue Reading
Odisha News
କଟକ,୮/୮: ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଓଡ଼ିଶା ଉଚ୍ଚନ୍ୟାୟାଳୟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଶପଥପାଠ କରାଇଛନ୍ତି।ସୂଚନାଯୋଗ୍ୟ, ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ। ଜଷ୍ଟିସ ତାଳପତ୍ର ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବିଚାରପତି ରୂପେ ଅବସ୍ଥାପିତ ଅଛନ୍ତି। ସୁପ୍ରିମକୋର୍ଟର Continue Reading
Odisha News
କଟକ,୧୨/୪: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ଖୁସି ଖବର। ବିଭିନ୍ନ ତହସିଲରେ କାର‌୍ୟ୍ୟରତ ୬୦୦ ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ଓଡିଶା ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ୩ ମାସ ମଧ୍ୟରେ ନିର୍ଦ୍ଦେଶ କାର‌୍ୟ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।୨୦୧୩ ମସିହା ନଭେମ୍ୱର ୧୭ ତାରିଖରେ ପ୍ରକାଶ ପାଇଥିବା ବିଜ୍ଞପ୍ତିଠାରୁ ସମସ୍ତ ସୁବିଧା ସୁଯୋଗ ଯୋଗାଇଦେବା ସହ ସ୍ଥାୟୀ କରିବାକୁ କୋର୍ଟ ନିର୍ଦ୍ଦେଶ Continue Reading
Odisha News
କଟକ,୧୪/୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ଭି.ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀ ରମଣ ସୋମବାର ଦିନ ଶପଥ ଗ୍ରହଣ କରିଛନ୍ତି।ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ।ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ପରେ Continue Reading
Seo wordpress plugin by www.seowizard.org.