Home Posts tagged odisha mlas and ministers meet president droupadi murmu
Odisha News
ଭୁବନେଶ୍ବର, ୩/୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଧାୟକ ଟିମ୍ । ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।ଏହି ଦଳରେ ବାଚସ୍ପତି, ଉପବାଚସ୍ପତିଙ୍କ ସହ ପ୍ରମୁଖ ଦଳର ବିଧାୟକ ସାମିଲ ଥିଲେ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ବରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯାଇ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବିଧାନସଭା ତରଫରୁ ଜଗନ୍ନାଥଙ୍କ Continue Reading
Seo wordpress plugin by www.seowizard.org.