Home Posts tagged odisha municipal election
Odisha News
ଭୁବନେଶ୍ୱର ୨୧/୩ : ଆସନ୍ତା ୨୪ ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସରିବ ପ୍ରଚାର । ପୌର ନିର୍ବାଚନ ପାଇଁ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।ସେଥିମଧ୍ୟରୁ ବିଏମ୍ସି ପାଇଁ ୩୦, ସିଏମ୍ସି ପାଇଁ ୨୦, ବ୍ରହ୍ମପୁର ମ୍ୟୁନିସିପାଲ୍ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି ରାଜ୍ୟ ନିର୍ବାଚନ କମିସନର ପ୍ରେସମିଟ୍ ଜରିଆରେ ସୂଚନା […]Continue Reading
Odisha News
ଭୁବନେଶ୍ୱର, ୧୭/୩: ପୌର ଭୋଟ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ରାଜ୍ୟର ୩ ମହାନଗର ନିଗମ କଟକ, ଭୁବନେଶ୍ୱର ଏବଂ ବ୍ରହ୍ମପୁରର ସରକାରୀ କର୍ମଚାରୀଙ୍କ ପାଇଁ ଏହି ଛୁଟି ଘୋଷଣା ହୋଇଛି ।ଭୋଟ ପାଇଁ ମୋଟ ୩ ଦିନ ଛୁଟି ମିଳିବ । ଅନ୍ୟ ୧୦୬ ସହରାଞ୍ଚଳ କର୍ମଚାରୀଙ୍କୁ ମଧ୍ୟ ଛୁଟି ମିଳିବ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।Continue Reading
Odisha News
ବ୍ରହ୍ମପୁର/ଭୁବନେଶ୍ବର, ୬/୩: ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ବ୍ରହ୍ମପୁର ମହାନଗର ନିଗମ (ବିଏମସି) ମେୟର୍ ପଦବି ପାଇଁ ଡ. ସବିତା ସୁଆରଙ୍କୁ ନିଜର ପ୍ରାର୍ଥୀ କରିଛି।ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଭାରତୀୟ ପାର୍ଟି ଆଜି ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଭାବେ ଡ. ସବିତା ସୁଆରଙ୍କ ନାମ ଘୋଷଣା କରିଛି। ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ଏହି ସୂଚନା ଦେଇଛନ୍ତି।ପ୍ରାର୍ଥୀ ଘୋଷଣା ହେବା ପରେ ଡ. ସବିତ ସୁଆର ନିଜର Continue Reading
Odisha News
ଭୁବନେଶ୍ୱର,୨/୩: ପୌର ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେଉଛି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା। ସାଢେ ତିନି ବର୍ଷ ବିଳମ୍ବରେ ହେବାକୁ ଯାଉଥିବା ପୌର ନିର୍ବାଚନ ପାଇଁ ହାତରେ କମ୍ ସମୟ ଥିବାରୁ ପ୍ରାର୍ଥୀ ଚୟନରେ ମାତିଛନ୍ତି ପ୍ରମୁଖ ରାଜନୈତିକ ଦଳ। ତେବେ ମେୟର ପ୍ରାର୍ଥୀଙ୍କୁ ନେଇ ଲାଗି ରହିଛି ଉତ୍ସୁକତା। କାରଣ, ଏଥର ମ୍ୟୁନିସିପାଲଟି ଚେୟାରମ୍ୟାନ୍ ଓ ମହାନଗର ନିଗମ ମେୟର ପଦ ଲାଗି ହେବ ସିଧାସଳଖ ନିର୍ବାଚନ।ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ Continue Reading
Odisha News
ଭୁବନେଶ୍ୱର,୨୫/୨: ପଂଚାୟତ ନିର୍ବାଚନ ଭୋଟ ଗଣତି ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ନିର୍ବାଚନ କମିଶନର ଶୁକ୍ରବାର ପୌର ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି ।ଆସନ୍ତା ମାର୍ଚ୍ଚ ୨୪ତାରିଖରେ ରାଜ୍ୟର ୧୦୬ଟି ପୌର ପରିଷଦ ଓ ଏନଏସି ଏବଂ ୩ଟି ମହାନଗର ନିଗମରେ ପ୍ରାୟ ୪୧ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । କେବଳ ପୁରୀ ପୌର ପରିଷଦ ଏବଂ ଭଦ୍ରକ ପୌର ପରିଷଦର ୪ ନମ୍ବର ୱାର୍ଡରେ ନିର୍ବାଚନକୁ ନେଇ କୋର୍ଟରେ ମାମଲା […]Continue Reading
Seo wordpress plugin by www.seowizard.org.