Home Posts tagged Odisha school
Odisha News
ଭୁବନେଶ୍ୱର,୪/୪:ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ବାଜିବ ଘଣ୍ଟି। ଜଳ ବିରତି ଘଣ୍ଟି ବଜାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନେଇଛି ନିଷ୍ପତ୍ତି।ଏନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ଚିଠି କରାଯାଇଛି। ତାପମାତ୍ରା ବୃଦ୍ଧି ହେତୁ ନିର୍ଜଳୀକରଣ (ଡିହାଇଡ୍ରେସନ) ଜନିତ ସମସ୍ୟାକୁ ପୂର୍ବାନୁମାନ କରି ରାଜ୍ୟର ସମସ୍ତ ବିଦ୍ୟାଳୟରେ ‘ଜଳ ବିରତି ଘଣ୍ଟି’ ଲାଗୁ କରିବାକୁ ବିଭାଗ Continue Reading
Odisha News
ଭୁବନେଶ୍ୱର, ୧୦/୩: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ‘ଓସେପା’ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଡିଇଓ ଓ ଡିପିସି ମାନଙ୍କୁ ଚିଠି ଲେଖି ‘ଓସେପାର’ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ମାର୍ଗଦର୍ଶିକା ଜାରି କରିଛନ୍ତି।ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ଗାଇଡଲାଇନରେ ନିର୍ଦ୍ଦେଶ ରହିଛି। ଶିକ୍ଷାନୁଷ୍ଠାନରେ ପିଇବା ପାଣି ଓ ଓଆର୍‌ଏସ୍ ମହଜୁଦ ରଖିବାକୁ କୁହାଯାଇଛି।ସେହିପରି ପିଲାମାନଙ୍କୁ ପାଣି Continue Reading
Seo wordpress plugin by www.seowizard.org.