Home Posts tagged ODISHA SCHOOL CLOSED 3 DAYS
Odisha News
ଭୁବନେଶ୍ୱର,୧୭/୪: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।Continue Reading
Seo wordpress plugin by www.seowizard.org.