
ଭୁବନେଶ୍ୱର,୨୩/୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି।ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୪.୨ ଡିଗ୍ରୀ ଓ ଫୁଲବାଣୀରେ ରାଜ୍ୟର Continue Reading