Home Posts tagged odisha woman jump in mahanadi
Odisha News
କଟକ, ୪/୮ : ମହାନଦୀକୁ ଡେଇଁ ପଡ଼ିଲେ ମହିଳା। ଆଉ ତାଙ୍କୁ ସଙ୍ଗେସଙ୍ଗେ ଭରା ନଦୀରୁ ଉଦ୍ଧାର କରି କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତିକରିଥିଲେ ମତ୍ସ୍ୟଜୀବୀ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ମହିଳା ହେଲେ କାମିନୀ ସ୍ୱାଇଁ। ତାଙ୍କ ଘର କଟକ ଅରିଲୋରେ।ଆଜି ଅପରାହ୍ନରେ କଟକ ଯୋବ୍ରା ବ୍ୟାରେଜକୁ ଆସିଥିଲେ କାମିନୀ ସ୍ୱାଇଁ। ସେଠାରେ କିଛି ସମୟ ଠିଆ ହେବା ପରେ ବ୍ରିଜ୍ ଉପରେ ଭ୍ୟାନିଟ୍ ବ୍ୟାଗ୍‌, ମୋବାଇଲ, ଚପଲ ଓ ଆଧାରକର୍ଡ଼ […]Continue Reading
Seo wordpress plugin by www.seowizard.org.