Home Posts tagged ODIYA FILM ACTOR ANUBHABA MOHANTY JOINS BJP
Odisha News
ଭୁବନେଶ୍ବର, ୧/୪ : କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ସିନେ ତାରକା ଅନୁଭବ ମହାନ୍ତି ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର‌୍ୟ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ।ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ ଅନୁଭବ ମହାନ୍ତିଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା।କିନ୍ତୁ ଆଜି Continue Reading
Seo wordpress plugin by www.seowizard.org.