
ଭୂବନେଶ୍ୱର, ୧୪/୪: ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି, ଏହା ସାଧାରଣତଃ ଏପ୍ରିଲ ମାସ ୧୪ ତାରିଖରେ ପଡ଼ିଥାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ।ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ।ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ।ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ Continue Reading